ଟିପ୍ପରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୧୦ ଆହତ

କୋରାପୁଟ – କୋରାପୁଟ ଜିଲ୍ଲା କୁନ୍ଦୁଲି ପୁଙ୍ଗାର ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା। ଏକ ଟିପ୍ପରକୁ ଯାତ୍ରୀବାହୀ ବସ୍ ଧକ୍କା ଦେବା ଯୋଗୁଁ ୧୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

Comments are closed.