କାଶୀପୁର ବ୍ଲକରେ ୧୦୪ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ: ଜିଲ୍ଲା ପ୍ରଶାସନ | News Room Odisha

କାଶୀପୁର ବ୍ଲକରେ ୧୦୪ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ: ଜିଲ୍ଲା ପ୍ରଶାସନ

ରାୟଗଡ଼ା – ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ଏଯାବତ ମୋଟ ୧୦୪ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି ବୋଲି ସ୍ପଷ୍ଟ କରିଛି ଜିଲ୍ଲା ପ୍ରଶାସନ। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣଙ୍କର ମୃତ୍ୟୁ ହୋଇଛି । ଗତକାଲି ସୁଦ୍ଧା ବିଭିନ୍ନ ମେଡିକାଲରେ ୫୬ ଜଣ ଆକ୍ରାନ୍ତ ଭର୍ତ୍ତି ହୋଇଛନ୍ତି । ୪୮ ଆକ୍ରାନ୍ତଙ୍କୁ ଘରେ ଚିକିତ୍ସା କରାଯିବା ସହ ସ୍ଥିତି ଅନୁଧ୍ୟାନ କରାଯାଉଛି ବୋଲି ସୂଚନା ଦେଇଛି ପ୍ରଶାସନ।