ନୂଆ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର -ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ମୁର୍ମୁ ଦେଶର ପ୍ରଥମ ଆଦିବାସୀ ଭାବେ ରାଷ୍ଟ୍ରପତି ହେବା ଆମ ପାଇଁ ଗର୍ବର ବିଷୟ ବୋଲି ରାଜ୍ୟପାଳ କହିଛନ୍ତି।

Comments are closed.