ପୂର୍ବତନ ସାଂସଦ ସୁବାସ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର – କଳାହାଣ୍ଡିର ପୂର୍ବତନ ସାଂସଦ ସୁବାସ ଚନ୍ଦ୍ର ନାୟକଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.