ମୁଖ୍ୟମନ୍ତ୍ରୀ ଆଜି ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ

ନୂଆଦିଲ୍ଲୀ- ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ। ଆଜି ଅପରାହ୍ନ ୪ଟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ । ଦ୍ରୌପଦୀଙ୍କୁ ଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ଭେଟିବେ । ଆସନ୍ତାକାଲି ରାଷ୍ଟ୍ରପତି ଭାବେ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ।

Comments are closed.