ଜେଇଇରେ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର -ଓଡ଼ିଶା ଜେଇଇରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କ ଉଜ୍ଜ୍ଵଳମୟ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଓଜେଇଇ ଫଳ ପ୍ରକାଶ ପାଇଛି।

Comments are closed.