ଅକ୍ଟୋବର ୧୬ରେ ଓସିଏସ ପ୍ରିଲିମିନାରୀ ପରୀକ୍ଷା | News Room Odisha

ଅକ୍ଟୋବର ୧୬ରେ ଓସିଏସ ପ୍ରିଲିମିନାରୀ ପରୀକ୍ଷା

ଭୁବନେଶ୍ବର – ଓଡ଼ିଶା ପ୍ରଶାସନିକ ସେବା – ଓସିଏସର ୨୦୨୧ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଅକ୍ଟୋବର ୧୬ ତାରିଖରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏ ନେଇ ସୂଚନାଓଡ଼ିଶା ଲୋକ ସେବା ଆୟୋଗ ବା ଓପିଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଛି । ୨୦୨୧ ପାଇଁ ପ୍ରକାଶ ପାଇଥିବା ବିଜ୍ଞାପନର ପରୀକ୍ଷା ହେବ। ପରୀକ୍ଷା ସଂପର୍କୀୟ ସବିଶେଷ ବିବରଣୀ ଓପିଏସ୍‌ସି ୱେବ୍‌ସାଇଟ୍‌ରୁ ମିଳିପାରିବ ।