ମୀରାବାଇ ଚାନୁଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବର୍ମିହାଂମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମୀରାବାଇ ଚାନୁ ଭାରତ୍ତୋଳନର ୪୯ କେଜି ବର୍ଗରେ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିଣିଛନ୍ତି। ଚାନୁଙ୍କ ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଚାନୁଙ୍କ ଐତିହାସିକ ସଫଳତା କ୍ରୀଡା ରେ ଉତ୍କର୍ଷତା ପାଇଁ ନୂଆପିଢିଙ୍କୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଚାନୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Comments are closed.