କୁଚବେହାର ଟ୍ରାଜେଡିରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର – ପଶ୍ଚିମବଙ୍ଗର କୁଚବେହାର ଜିଲ୍ଲାରେ ବିଦ୍ୟୁତ ଆଘାତରେ ଅନେକ ମୂଲ୍ୟବାନ ଜୀବନ ଯାଇଥିବାରୁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକ ସନ୍ତପ୍ତ ପରିବାର ପ୍ରତି ସମବେଦନା ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.