ଗୀତା ଉପଦେଶ ( ଆତ୍ମସଂଯମ ଯୋଗ ): ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠମଅଧ୍ୟାୟ ରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : –
ନାତ୍ୟସ୍ନତସ୍ତୁ ଯୋଗୋସ୍ତି ନ ଚୈକାନ୍ତମନସ୍ନତଃ।
ନ ଚାତିସ୍ୱପ୍ନଶୀଳସ୍ୟ ଜାଗ୍ରତୋ ନୈବ ଚାର୍ଜୁନ।।
ହେ ଅର୍ଜ୍ଜୁନ ! ମନକୁ ବଶ କରିଥିବା ଯୋଗୀ ଏପରି ଭାବରେ ଆତ୍ମାକୁ ନିରନ୍ତର ମୋର ଅର୍ଥାତ ପରମେଶ୍ୱର ଙ୍କ ସ୍ୱରୂପରେ ଲଗାଇ ମୋଠାରେ ଥିବା ପରମାନନ୍ଦ ପରାକାଷ୍ଠା ରୂପକ ଶାନ୍ତି ପ୍ରାପ୍ତ ହୁଅନ୍ତି।
( ଗୀତା ୬ଷ୍ଠ ଅ। ୧୬ଶ ଶ୍ଲୋକ )