ଲଙ୍ଗଜମ୍ପର ମୁରଲୀ ଶ୍ରୀଶଙ୍କରଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ | News Room Odisha

ଲଙ୍ଗଜମ୍ପର ମୁରଲୀ ଶ୍ରୀଶଙ୍କରଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ରାଜ୍ୟଗୋଷ୍ଠୀ କ୍ରୀଡା ପୁରୁଷ ଲଙ୍ଗଜମ୍ପରେ ରୈ।ପ୍ୟ ପଦକ ଜିତି ଭାରତ ପାଇଁ ଐତିହାସିକ ସଫଳତା ଆଣିଥିବା ମୁରଲୀ ଶ୍ରୀଶଙ୍କରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତ ପାଇଁ ଆଗାମୀ ଦିନରେ ଶ୍ରୀଶଙ୍କର ଆହୁରି ଭଲ ପ୍ରଦର୍ଶନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି ।