ଆସନ୍ତା ୮ ତାରିଖରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ୱର – ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ସେହି ଦିନ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ପରୀକ୍ଷା ଫଳ। ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପ୍ରକାଶ ପାଇବ ପରୀକ୍ଷା ଫଳ । ଏହାଛଡ଼ା ପରୀକ୍ଷା ଫଳ idisharedults.nic.inରେ ଉପଲବ୍ଧ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଦେଇଛି ।

Comments are closed.