ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କୃଷି ଅଧିକାରୀ | News Room Odisha

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କୃଷି ଅଧିକାରୀ

ପଦ୍ମପୁର – ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡିଲେ କୃଷି ବିଭାଗର ଆସିଷ୍ଟାଣ୍ଟ ବ୍ଲକ ଅଫିସର । ଦେଢ଼ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଆସିଷ୍ଟାଣ୍ଟ ବ୍ଲକ ଅଫିସର ପ୍ରଣୟ କୁମାର ମନ୍ତ୍ରୀଙ୍କୁ ଧରିଛି ଭିଜିଲାନ୍ସ ଟିମ୍ । ପାଇକମାଲ ବସଷ୍ଟାଣ୍ଡରୁ ତାଙ୍କୁ ଧରିଛି ଭିଜିଲାନ୍ସ ଟିମ୍ । ବିନା ଲାଇସେନ୍ସରେ ସାର ଦୋକାନ କରାଇ ଦେବାକୁ କହି ସେ ଲାଞ୍ଚ ନେଉଥିଲେ।