ନୂଆଦିଲ୍ଲୀ – ବିଜେଡିର ରାଜ୍ୟସଭା ସଦସ୍ୟ ଡକ୍ଟର ସସ୍ମିତ ପାତ୍ରଙ୍କୁ ନୂଆ ଦାୟିତ୍ବ ଦିଆଯାଇଛି । କୋଇଲା ଓ ଖଣି ମନ୍ତ୍ରାଳୟର ସଂସଦୀୟ ପରାମର୍ଶଦାତା କିମିଟିର ସଦସ୍ୟ ଭାବେ ସସ୍ମିତଙ୍କୁ ନିଯୁକ୍ତି ଦିଆଯାଇଛି।
ପୂର୍ବରୁ ଆଇନ ମନ୍ତ୍ରାଳୟର ପରାମର୍ଶଦାତା କମିଟିରେ ଥିଲେ ସସ୍ମିତ ।