ଗୀତା ମାହାତ୍ମ୍ୟ: ଯୁକ୍ତାହାରବିହାରସ୍ୟ ଯୁକ୍ତଚେଷ୍ଟସ୍ୟ କର୍ମସୁ। ଯୁକ୍ତସ୍ୱପ୍ନାବବୋଧସ୍ୟ ଯୋଗୋ ଭଵତି ଦୁଃଖହା।।

ଗୀତା ଉପଦେଶ ( ଆତ୍ମସଂଯମ ଯୋଗ ): ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠମଅଧ୍ୟାୟ ରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ଯୁକ୍ତାହାରବିହାରସ୍ୟ ଯୁକ୍ତଚେଷ୍ଟସ୍ୟ କର୍ମସୁ। ଯୁକ୍ତସ୍ୱପ୍ନାବବୋଧସ୍ୟ ଯୋଗୋ ଭଵତି ଦୁଃଖହା।।

ହେ ଅର୍ଜ୍ଜୁନ ! ଏହି ଦୁଃଖ ନାଶକାରୀ ଯୋଗ ଓ ଯଥାଯୋଗ୍ୟ ଆହାର-ବିହାର କରୁଥିବା ଲୋକର, କର୍ମ କରିବାକୁ ଯଥାଯୋଗ୍ୟ ଚେଷ୍ଟା କରୁଥିବା ଲୋକର ତଥା ଯଥାଯୋଗ୍ୟ ଶୋଉଥିବା ଜାଗ୍ରତ ଲୋକର ହିଁ ସିଦ୍ଧି ହୁଏ।
( ଗୀତା ୬ଷ୍ଠ ଅ। ୧୭ଶ ଶ୍ଲୋକ )

Comments are closed.