ପାଣିପାଗ ଅପଡେଟ

ଭୁବନେଶ୍ୱର – ବଙ୍ଗୋପ ସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବା ପରେ ଦୁର୍ବଳ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇସାରିଛି । ଏହାର ପ୍ରଭାବରେ ଆଜି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ‌। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି ।

Comments are closed.