ରାକ୍ଷୀ ପୂର୍ଣ୍ଣିମା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ, ନବୀନ ନିବାସକୁ ନ ଆସିବା ପାଇଁ ଅନୁରୋଧ | News Room Odisha

ରାକ୍ଷୀ ପୂର୍ଣ୍ଣିମା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ, ନବୀନ ନିବାସକୁ ନ ଆସିବା ପାଇଁ ଅନୁରୋଧ

ଭୁବନେଶ୍ୱର – ରାକ୍ଷୀ ପୂର୍ଣ୍ଣିମା ପାଇଁ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦରେ ରାକ୍ଷୀ ପୂର୍ଣ୍ଣିମା ପାଳନ କରିବାପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ରାକ୍ଷୀ ପୂର୍ଣ୍ଣିମା ପାଇଁ ନବୀନ ନିବାସକୁ ନ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।