ଆଜି ସଂଧ୍ୟାରେ କ୍ୟାବିନେଟ ବୈଠକ

ଭୁବନେଶ୍ୱର – ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସନ୍ଧ୍ୟା ୫ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏହି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ଅଛି । ନାରୀ ସଶକ୍ତିକରଣ ଓ ଆଦିବାସୀ କଲ୍ୟାଣ ଉପରେ ଆଜିର ବୈଠକରେ ଆଲୋଚନା ହୋଇପାରେ ।

Comments are closed.