ରାଜ୍ୟରେ ଆଉ ୪୮୮ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୪୮୮ ନୂଆ କୋରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରେ ଅଛନ୍ତି ୧୧୪ ଜଣ ୧୮ ବର୍ଷରୁ କମ ବୟସ୍କ । ସଙ୍ଗରୋଧରୁ ୨୮୬ ଓ ସ୍ଥାନୀୟ ଅଞ୍ଚଳରୁ ୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵରରୁ ୮, ବରଗଡ଼ରୁ ୨୨, ଭଦ୍ରକରୁ ୪, ବଲାଙ୍ଗୀରରୁ ୨୦, ବୈ।ଦ୍ଧରୁ ୪୦,କଟକରୁ ୧୧, ଦେବଗଡ଼ରୁ ୩, ଢେଙ୍କାନାଳରଙ ୩, ଗଜପତିରୁ ୫, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୩୧, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୭, ଖୋର୍ଦ୍ଧାରୁ ୬୬, କୋରାପୁଟରୁ ୬, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୧, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୯, ନୂଆପଡ଼ାରୁ ୭, ପୁରୀ ରୁ ୭, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୨୬, ସୁନ୍ଦରଗଡ଼ରୁ ସର୍ବାଧିକ ୧୦୫ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ ପୁଲରୁ ୧୪ଟି ମାମଲା ରିପୋର୍ଟ ହୋଇଛି । ନୂଆ ଆକ୍ରାନ୍ତଙ୍କ ସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୩ ହଜାର ୭୮୬ ହୋଇଛି ।

Comments are closed.