ଯୁକ୍ତ ଦୁଇ କଟ୍ ଅଫ୍ ମାର୍କ: ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଟପ୍

ଭୁବନେଶ୍ୱର – ଯୁକ୍ତ ଦୁଇରେ ନାମଲେଖା ପାଇଁ ପ୍ରକାଶ ପାଇଛି କଟ୍‌ଅଫ୍‌ ମାର୍କ ତାଲିକା । ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଓ କଳାରେ କୃଷ୍ଣପ୍ରସାଦ କନ୍ଦାଖାଇ କଲେଜ ଶୀର୍ଷରେ ଅଛନ୍ତି । ବିଜ୍ଞାନରେ ସାଧାରଣ ବର୍ଗଙ୍କ ପାଇଁ ୯୪.୩୩% ସହ ରେଭେନ୍ସା ଟପ୍‌ରେ ରହିଛି । ୯୩.୨୦% ମାର୍କ ସହ ବ୍ରହ୍ମପୁର ନୀଳକଣ୍ଠନଗର ଏସଭିଏମ ଦ୍ୱିତୀୟ ଓ ୯୩% କଟଅଫ୍‌ ସହ ଭୁବନେଶ୍ୱର ବିଜେଡି କଲେଜ ତୃତୀୟରେ ରହିଛି ।

Comments are closed.