୨୦୨୨-୨୩ ଶିକ୍ଷା ବର୍ଷରେ ବି ହେବ ଯୁକ୍ତ ଦୁଇ ତ୍ରୈମାସିକ ପରୀକ୍ଷା | News Room Odisha

୨୦୨୨-୨୩ ଶିକ୍ଷା ବର୍ଷରେ ବି ହେବ ଯୁକ୍ତ ଦୁଇ ତ୍ରୈମାସିକ ପରୀକ୍ଷା

ଭୁବନେଶ୍ୱର – ଯୁକ୍ତ ଦୁଇରେ ଏଥର ମଧ୍ୟ ହେବ ତ୍ରୈମାସିକ ପରୀକ୍ଷା ।

ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ- ସିଏଚଏସଇ ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି । ୨୦୨୨-୨୩ ଶିକ୍ଷା ବର୍ଷରେ ତ୍ରୈମାସିକ ପରୀକ୍ଷା କରିବା ପାଇଁ ନିର୍ଦ୍ଦେଶ ଦେଇଛି ବିଭାଗ ।

ପରୀକ୍ଷା ନେଇ ଆବଶ୍ୟକୀୟ ପଦକ୍ଷେପ ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି ।