ଓଡ଼ିଶୀ ନୃତ୍ୟଶିଳ୍ପୀ ସଂଯୁକ୍ତା ପାଣିଗ୍ରାହୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଆଜି ହେଉଛି ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଓଡ଼ିଶୀ ନୃତ୍ୟଶିଳ୍ପୀ ସଂଯୁକ୍ତା ପାଣିଗ୍ରାହୀଙ୍କ ଜୟନ୍ତୀ । ଏହି ଉପଲକ୍ଷେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶୀ ନୃତ୍ୟକୁ ଆହୁରି ବ୍ୟାପକ କରିବା ସହ ନୃତ୍ୟ ପ୍ରତିଭାଙ୍କ ବିକାଶ ଦିଗରେ ନିଜ ଅବଦାନ ପାଇଁ ସଂଯୁକ୍ତା ପାଣିଗ୍ରାହୀ ଚିର ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.