ଗୀତା ମାହାତ୍ମା: ଯଜ୍ଞାର୍ଥାତ୍କର୍ମଣୋଽନ୍ୟତ୍ର ଲୋକୋଽୟଂ କର୍ମବନ୍ଧନଃ। ତଦର୍ଥଂ କର୍ମ କୈନ୍ତେୟ ମୁକ୍ତସଙ୍ଗଃ ସମାଚର।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ କର୍ମଯୋଗ ସମ୍ବନ୍ଧରେ କହୁଛନ୍ତି : –

ଯଜ୍ଞାର୍ଥାତ୍କର୍ମଣୋଽନ୍ୟତ୍ର ଲୋକୋଽୟଂ କର୍ମବନ୍ଧନଃ।
ତଦର୍ଥଂ କର୍ମ କୈନ୍ତେୟ ମୁକ୍ତସଙ୍ଗଃ ସମାଚର।

ଅର୍ଥାତ୍: ସମସ୍ତ କର୍ମ ଭଗବାନଙ୍କ ଉଦ୍ଦେଶ୍ୟରେ ଯଜ୍ଞ (ସମର୍ପଣ) ଭାବରେ କରାଯିବା ଉଚିିତ୍‌, ନଚେତ ତାହା ମାୟିକ ବନ୍ଧନ ସୃଷ୍ଟି କରିଥାଏ । ତେଣୁ ହେ କୁନ୍ତି ପୁତ୍ର! ତୁମେ ଫଳାସକ୍ତି ରହିତ ହୋଇ ଭଗବାନଙ୍କର ସୁଖ ଉଦ୍ଦେଶ୍ୟରେ ନିଜର ନିର୍ଦ୍ଧାରିତ କର୍ମ କର।

ତୃତୀୟ ଅଧ୍ୟାୟ (କର୍ମ ଯୋଗ)

Comments are closed.