ବ୍ରହ୍ମପୁରରେ ମିଶନ ଶକ୍ତି ଗୋଷ୍ଠୀଙ୍କ ଦ୍ୱାରା ପ୍ରସ୍ତୁତ ମୀନାବଜାର ଉଦଘାଟିତ

ବ୍ରହ୍ମପୁର – ସ୍ୱାୟତ୍ତ ଶାସନ ଦିବସ ଅବସରରେ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ମିଶନ ଶକ୍ତି ଗୋଷ୍ଠୀଙ୍କ ଦ୍ୱାରା ପ୍ରସ୍ତୁତ ମୀନାବଜାର ଉଦଘାଟିତ ହୋଇଛି । ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ ଏହାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ମେୟର ସଂଘମିତ୍ରା ଦଳେଇ, ଡେପୁଟୀ ମେୟର ଇ. ବିବେକ ରେଡ୍ଡୀ ଓ ବିଇଏମସି କମିଶନର ଜେ. ସୋନାଲ ପ୍ରମୁଖ ଉପସ୍ଥିତ ଥିଲେ।

Comments are closed.