ଆସନ୍ତା ୫ ତାରିଖ ପରେ ଆଉ ଏକ ଲଘୁଚାପ!

ଭୁବନେଶ୍ୱର – ଆସନ୍ତା ୫ ତାରିଖ ପରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ୫ ତାରିଖ ପରେ ଲଘୁଚାପ ସୃଷ୍ଟି ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହୋଇପାରେ । ସେପ୍ଟେମ୍ବର ୫ ତାରିଖ ଯାଏ ସାରା ଭାରତରେ ଦୁର୍ବଳ ମୌସୁମୀ ଜାରି ରହିବ ବୋଲି ସୂଚନା ଦେଇଛି ଆଇଏମଡି ।

Comments are closed.