ମୁଖ୍ୟମନ୍ତ୍ରୀଙ୍କ ସହ ଅପାର ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ଚୈତନ୍ୟ ଦେଶାଇଙ୍କ ଆଲୋଚନା | News Room Odisha

ମୁଖ୍ୟମନ୍ତ୍ରୀଙ୍କ ସହ ଅପାର ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ଚୈତନ୍ୟ ଦେଶାଇଙ୍କ ଆଲୋଚନା

ମୁମ୍ବାଇ – ଏଠାରେ ଆୟୋଜିତ ଓଡିଶା ଇନଭେଷ୍ଟର୍ସ ମିଟରେ ଅପାର ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ଚୈତନ୍ୟ ଦେଶାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ତାଙ୍କୁ ଓଡ଼ିଶାରେ ନିବେଶ କରିବାକୁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାର ସବୁ ପ୍ରକାର ସହେଯୋଗ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।