ରାଜ୍ୟରେ ଆଉ ୨୧୪ ନୂଆ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୨୧୪ ନୂଆ କୋରୋନା ପଜିଟିଭ । ସଙ୍ଗରୋଧରୁ ୧୨୯ ଓ ସ୍ଥାନୀୟ ଅଞ୍ଚଳରୁ ୮୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ ବୟସ୍କ ଅଛନ୍ତି।

ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵରରୁ ୧୦, ବୈ।ଦ୍ଧରୁ ୩, କଟକରୁ ୨୮, ଦେବଗଡ଼ରୁ ୨, ଢେଙ୍କାନାଳରୁ ୬, ଗଜପତିରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୬, ଯାଜପୁରରୁ ୩, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୭, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ସର୍ବାଧିକ ୫୬, କୋରାପୁଟରୁ ୨, ମୟୂରଭଞ୍ଜରୁ ୩,ନୟାଗଡରୁ ୫, ନୂଆପଡାରୁ ୮, ପୁରୀରୁ ୩, ରାୟଗଡ଼ାରୁ ୨, ସମ୍ବଲପୁରରୁ ୯, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୨୨ ପଜିଟିଭ ଚିହ୍ନଟ ହୋଇଥିଲା ବେଳେ ଷ୍ଟେଟ ପୁଲରୁ ୯ ପଜିଟିଭ ମାମଲା ରିପୋର୍ଟ ହୋଇଛି । ରାଜ୍ୟରେ ଏବେ ୧ ହଜାର ୬୬୪ ସକ୍ରିୟ ମାମଲା ରହିଛି।

Comments are closed.