ରାଜ୍ୟରେ ଆଉ ୨୩୩ ନୂଆ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୨୩୩ ନୂଆ କୋରୋନା ପଜିଟିଭ । ସଙ୍ଗରୋଧରୁ ୧୩୬ ଓ ସ୍ଥାନୀୟ ଅଞ୍ଚଳରୁ ୯୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୪ ଜଣ ୧୮ ବର୍ଷରୁ କମ ବୟସ୍କ ଅଛନ୍ତି।

ବାଲେଶ୍ଵରରୁ ୭, ବରଗଡରୁ ୭, ଭଦ୍ରକରୁ ୧, ବଲାଙ୍ଗୀରରୁ ୧୨,ବୈ।ଦ୍ଧରୁ ୨ , କଟକରୁ ୩୧ , ଦେବଗଡ଼ରୁ ୨ , ଢେଙ୍କାନାଳରୁ ୧, ଗଜପତିରୁ ୧, ଗଞ୍ଜାମରୁ ୪,ଜଗତସିଂହପୁରରୁ ୧, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୯, କନ୍ଧମାଳରୁ ୩, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ସର୍ବାଧିକ ୫୩, କୋରାପୁଟରୁ ୧, ମୟୂରଭଞ୍ଜରୁ ୧୦, ନବରଙ୍ଗପୁରରୁ ୧୧,ନୟାଗଡରୁ ୯, ନୂଆପଡାରୁ ୬, ପୁରୀରୁ ୮, ରାୟଗଡ଼ାରୁ ୨, ସମ୍ବଲପୁରରୁ ୯, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୨୪ ପଜିଟିଭ ଚିହ୍ନଟ ହୋଇଥିଲା ବେଳେ ଷ୍ଟେଟ ପୁଲରୁ ୧୧ ପଜିଟିଭ ମାମଲା ରିପୋର୍ଟ ହୋଇଛି । ରାଜ୍ୟରେ ଏବେ ୧ ହଜାର ୬୩୦ ସକ୍ରିୟ ମାମଲା ରହିଛି

Comments are closed.