ଗୀତା ମାହାତ୍ମ୍ୟ: କର୍ମେନ୍ଦ୍ରିୟାଣି ସଂଯମ୍ୟ ଯ ଆସ୍ତେ ମନସା ସ୍ମରନ୍। ଇନ୍ଦ୍ରିୟାର୍ଥାନ୍ ବିମୂଢାତ୍ମା ମିଥ୍ୟାଚାରଃ ସ ଉଚ୍ୟତେ।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ କର୍ମଯୋଗ ସମ୍ବନ୍ଧରେ କହୁଛନ୍ତି : –

କର୍ମେନ୍ଦ୍ରିୟାଣି ସଂଯମ୍ୟ ଯ ଆସ୍ତେ ମନସା ସ୍ମରନ୍।
ଇନ୍ଦ୍ରିୟାର୍ଥାନ୍ ବିମୂଢାତ୍ମା ମିଥ୍ୟାଚାରଃ ସ ଉଚ୍ୟତେ।

ଅର୍ଥାତ୍: – ଯେଉଁ ବ୍ୟକ୍ତି କର୍ମେନ୍ଦ୍ରିୟ ମାନଙ୍କୁ ଦମନ କରିଥାନ୍ତି, କିନ୍ତୁ ଇନ୍ଦ୍ରିୟ ଭୋଗ୍ୟ ବସ୍ତୁ ଗୁଡିକ ପ୍ରତି ଲାଳସା ରଖିଥାନ୍ତି,ସେମାନେ ନିଜକୁ ପ୍ରତାରଣା କରିଥାଆନ୍ତି ଏବଂ ସେମାନଙ୍କୁ ଶଠ ବ୍ୟକ୍ତି କୁହାଯିବ।

( ଗୀତା ୩ୟ ଅ। ୬ଷ୍ଠ ଶ୍ଲୋକ )

Comments are closed.