ଲାଞ୍ଚ ନେବାବେଳେ ଫରେଷ୍ଟ ଗାର୍ଡଙ୍କୁ ଧରିଲା ଭିଜିଲାନ୍ସ | News Room Odisha

ଲାଞ୍ଚ ନେବାବେଳେ ଫରେଷ୍ଟ ଗାର୍ଡଙ୍କୁ ଧରିଲା ଭିଜିଲାନ୍ସ

ବଲାଙ୍ଗୀର – ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟ ଗାର୍ଡ। ଲାଞ୍ଚ ନେଉଥିବା ବେଳେ ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଫରେଷ୍ଟ ରେଞ୍ଜର ଫରେଷ୍ଟ ଗାର୍ଡ ଲକ୍ଷ୍ମୀନାରାୟଣ ସ୍ବାଇଁ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲେବରକାର୍ଡ ପେମେଣ୍ଟ ପାଇଁ ୧୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡି ବସିଥିଲା ସମ୍ବଲପୁର ଭିଜିଲାନ୍ସ ଟିମ୍ । ଏହାପରେ ଫରେଷ୍ଟ ଗାର୍ଡଙ୍କ ତିନିଟି ଠିକଣାରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ ଟିମ୍ ।