ଗୀତା ମାହାତ୍ମ୍ୟ: ଯସ୍ତୁ ଇନ୍ଦ୍ରିୟାଣି ମନସା ନିୟମ୍ୟାରଭତେଽର୍ଜୁନ। କର୍ମେନ୍ଦ୍ରିୟୈଃ କର୍ମଯୋଗମସକ୍ତଃ ସ ବିଶିଷ୍ୟତେ।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ କର୍ମଯୋଗ ସମ୍ବନ୍ଧରେ କହୁଛନ୍ତି : –

ଯସ୍ତୁ ଇନ୍ଦ୍ରିୟାଣି ମନସା ନିୟମ୍ୟାରଭତେଽର୍ଜୁନ। କର୍ମେନ୍ଦ୍ରିୟୈଃ କର୍ମଯୋଗମସକ୍ତଃ ସ ବିଶିଷ୍ୟତେ।

ଅର୍ଥାତ୍: – ହେ ଅର୍ଜୁନ! ଯେଉଁ କର୍ମଯୋଗୀଗଣ ମନ ଦ୍ୱାରା ନିଜର ଜ୍ଞାନେନ୍ଦ୍ରିୟମାନଙ୍କୁ ନିୟନ୍ତ୍ରିତ କରି,କର୍ମେନ୍ଦ୍ରିୟ ଦ୍ୱାରା ଆସକ୍ତି ରହିତ କର୍ମ କରନ୍ତି,ସେମାନେ ନିଶ୍ଚିିତ ରୂପେ ଉଚ୍ଚଶ୍ରେଣୀର ଅଟନ୍ତି ।

ତୃତୀୟ ଅଧ୍ୟାୟ (କର୍ମ ଯୋଗ)

Comments are closed.