ଜାତିର ପିତାଙ୍କ ନୀତି ଓ ଆଦର୍ଶ ସର୍ବଦା ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ : ମୁଖ୍ୟମନ୍ତ୍ରୀ | News Room Odisha

ଜାତିର ପିତାଙ୍କ ନୀତି ଓ ଆଦର୍ଶ ସର୍ବଦା ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶାନ୍ତି, ଅ‌ହିଂସା ଓ ସତ୍ୟର ପୂଜାରୀଙ୍କ ମାନବ ସେବା, ତାଙ୍କ ଆଦର୍ଶ ଓ ନୈତିକତା ସର୍ବଦା ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।