ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦୁର୍ଗାପୂଜା ଅଭିନନ୍ଦନ

ଭୁବନେଶ୍ୱର -ପବିତ୍ର ଦୁର୍ଗାପୂଜା ଅବସରରେ ସମସ୍ତଙ୍କୁ ଶାରଦୀୟ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ଙ୍କ କରୁଣାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.