ପଦ୍ମପୁର ବିଧାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର – ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.