ଗୀତା ମାହାତ୍ମ୍ୟ: ଯଂ ସଂନ୍ୟାସମିତି ପ୍ରାହୁର୍ଯୋଗଂ ତଂ ବିଦ୍ଧି ପାଣ୍ଡବ। ନ ହ୍ୟସଂନ୍ୟସ୍ତସଂକଳ୍ପୋ ଯୋଗୀ ଭବତି କଶ୍ଚନ।
ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଧ୍ଯାନ ଯୋଗ ସମ୍ବନ୍ଧରେ କହୁଛନ୍ତି : –
ଯଂ ସଂନ୍ୟାସମିତି ପ୍ରାହୁର୍ଯୋଗଂ ତଂ ବିଦ୍ଧି ପାଣ୍ଡବ। ନ ହ୍ୟସଂନ୍ୟସ୍ତସଂକଳ୍ପୋ ଯୋଗୀ ଭବତି କଶ୍ଚନ।
ଅର୍ଥାତ :-ଯାହାକୁ ସନ୍ୟାସ କୁହାଯାଏ,ତାହା ଯୋଗଠାରୁ ଭିନ୍ନ ନୁହେଁ,କାରଣ କେହି ମଧ୍ୟ ସାଂସାରିକ କାମନା ତ୍ୟାଗ ନ କରି ଯୋଗୀ ହୋଇପାରିବେ ନାହିଁ।
Comments are closed.