ଭୁବନେଶ୍ୱର – ଚାଷୀଙ୍କ ପାଇଁ ନବୀନ ସରକାରଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଚାଷୀଙ୍କ ପାଇଁ ଇନପୁଟ ସହାୟତା ଘାଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମରୁଡ଼ି ପ୍ରଭାବିତ ଅଞ୍ଚଳର ଚାଷୀମାନେ ଏ ସହାୟତା ପାଇପାରିବେ । ଏଥିପାଇଁ ରାଜ୍ୟ ସରକାର ୨ ଶହ କୋଟି ଟଙ୍କା ଖର୍ଚ୍ଚ କରିବେ ।