ପ୍ରଥମାଷ୍ଟମୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର – ଆଜି ହେଉଛି ପବିତ୍ର ପ୍ରଥମାଷ୍ଟମୀ ବା ପଢୁଆଁଷ୍ଟମୀ । ଏହି ଅବସରରେ ପରିବାରର ଜ୍ୟେଷ୍ଠ ସନ୍ତାନମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ସୁଖ ଓ ମଙ୍ଗଳମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.