ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା | News Room Odisha

ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ବର – ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାମ ରହିଛି। ପ୍ରଚାରକ ତାଲିକାରେ ଥିବା ଅନ୍ୟମାନେ ହେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅତନୁ ସବ୍ୟସାଚୀ ନାୟକ, ପ୍ରତାପ କେଶରୀ ଦେବ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ସୁଶାନ୍ତ ସିଂହ, ରାଜେନ୍ଦ୍ର ଢ଼ୋଲକିଆ, ପ୍ରସନ୍ନ ଆଚାର୍ଯ୍ୟ, ଦେବୀପ୍ରସାଦ ମିଶ୍ର, ଶ୍ରୀମୟୀ ମିଶ୍ର, ସ୍ନେହାଙ୍ଗିନୀ ଛୁରିଆ,ସମୀରରଂଜନ ଦାଶ, ଦିବ୍ୟଶଙ୍କର ମିଶ୍ର , ପ୍ରତାପ ଜେନା, ଡକ୍ଟର ଅରୁଣ ସାହୁ, ରବୀନ୍ଦ୍ର କୁମାର ଜେନା, ସୁଧୀର ସାମଲ, ସାରଦା ନାୟକ, ନବ ଦାସ, ପୁଷ୍ପେନ୍ଦ୍ର ସିଂଦେଓ, କଳି‌କେଶ ନାରାୟଣ ସିଂହଦେଓ, ଟୁକୁନି ସାହୁ, ରୀତା ସାହୁ, ମନୋହର ରନ୍ଧାରୀ, ବିଭୂତି ବଳବନ୍ତରାୟ, ଦେବେଶ ଆଚାର୍ଯ୍ୟ, ରମେଶ ମାଝି, ପ୍ରଶାନ୍ତ ମୁଦୁଲି, ଚନ୍ଦ୍ରସାରଥୀ ବେହେରା, ପ୍ରଦୀପ ମାଝି, ବିକ୍ରମ ପଣ୍ଡା, ଅଳକା ମହାନ୍ତି, ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ, ବ୍ରଜ କିଶୋର ପ୍ରଧାନ, ରାଜେନ୍ଦ୍ର କୁମାର ସାହୁ, ଆକାଶ ଦାସ ନାୟକ, ସତ୍ୟବ୍ରତ ତ୍ରିପାଠୀ ଓ ଅରିନ୍ଦମ ରାୟ । ଷ୍ଟାର ପ୍ରଚାରକମାନେ ଦଳୀୟ ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହାଙ୍କ ପାଇଁ ପ୍ରଚାର କରିବେ।