କୋରେଇ ଟ୍ରେନ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ Odiaଓଡ଼ିଶା By Newsroom Odisha Network On Nov 21, 2022 Share ଭୁବନେଶ୍ୱର – ଯାଜପୁର କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । Share FacebookTwitterGoogle+WhatsAppEmailPinterestReddIt
Comments are closed.