ପୂର୍ବତନ ବିଧାୟକ ଗୋଲକ ବିହାରୀ ନାଏକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର – ଉଦଳାର ପୂର୍ବତନ ବିଧାୟକ ଗୋଲକ ବିହାରୀ ନାଏକଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନପ୍ରତିନିଧି ଭାବେ ଲୋକଙ୍କ କଲ୍ୟାଣ ପାଇଁ ସ୍ୱର୍ଗତ ନାଏକ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସେ ସମବେଦନା ଜଣାଇଛନ୍ତି।

Comments are closed.