ଭୁବନେଶ୍ୱର – ଉଦଳାର ପୂର୍ବତନ ବିଧାୟକ ଗୋଲକ ବିହାରୀ ନାଏକଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନପ୍ରତିନିଧି ଭାବେ ଲୋକଙ୍କ କଲ୍ୟାଣ ପାଇଁ ସ୍ୱର୍ଗତ ନାଏକ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସେ ସମବେଦନା ଜଣାଇଛନ୍ତି।
ଉଦଳାର ପୂର୍ବତନ ବିଧାୟକ ଗୋଲକ ବିହାରୀ ନାଏକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ କଲ୍ୟାଣ ପାଇଁ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) November 23, 2022
Comments are closed.