ଗୀତା ମାହାତ୍ମ୍ୟ: ଜିତାତ୍ମନଃ ପ୍ରଶାନ୍ତସ୍ୟ ପରମାତ୍ମା ସମାହିତଃ। ଶୀତୋଷ୍ଣସୁଖଦୁଃଖେଷୁ ତଥା ମାନାପମାନୟୋଃ।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ପ୍ରକୃତ ଯୋଗୀ ଙ୍କ ସମ୍ବନ୍ଧରେ କହୁଛନ୍ତି : –

ଜିତାତ୍ମନଃ ପ୍ରଶାନ୍ତସ୍ୟ ପରମାତ୍ମା ସମାହିତଃ।
ଶୀତୋଷ୍ଣସୁଖଦୁଃଖେଷୁ ତଥା ମାନାପମାନୟୋଃ।

ଅର୍ଥାତ:- ଯେଉଁ ଯୋଗୀମାନେ ମନକୁ ଜୟ କରିଛନ୍ତି,ସେମାନେ ଶୀତ ଓ ଉଷ୍ଣ, ସୁଖ ଓ ଦୁଃଖ,ମାନ ଓ ଅପମାନ ଆଦି ଦ୍ୱୈତର ଊର୍ଦ୍ଧ୍ୱରେ ରହନ୍ତି। ଏହିପରି ଯୋଗୀମାନେ ସେମାନଙ୍କର ଈଶ୍ୱର ଭକ୍ତିରେ ଶାନ୍ତ ଏବଂ ଅବିଚଳିତ ରହନ୍ତି।

Comments are closed.