ପଦ୍ମପୁର ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ୮.୫ ପ୍ରତିଶତ ମତଦାନ | News Room Odisha

ପଦ୍ମପୁର ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ୮.୫ ପ୍ରତିଶତ ମତଦାନ

ବରଗଡ଼, ୫।୧୨: ବରଗଡ଼ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ସମସ୍ତ ୩୧୯ ବୁଥରେ ଭୋଟ ଗ୍ରହଣ ଚାଲିଛି। ତେବେ ଦିନ ୯ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୮.୫ ପ୍ରତିଶତ ମତଦାନ ହୋଇଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।