ପ୍ରଥମ ରାଉଣ୍ଡ ଫଳାଫଳ ଘୋଷିତ

ବରଗଡ଼ : ପଦ୍ମପୁର ଉପ ନିର୍ବାଚନ ଭୋଟ୍ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏନେଇ ପ୍ରଥମ ରାଉଣ୍ଡର ଫଳାଫଳ ଘୋଷଣା ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ୫୫୦୧ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ୩୭୮୯ ଖଣ୍ଡ ଭୋଟ୍ ମିଳିଛି । ସେହିପରି କଂଗ୍ରେସ ଦଳର ସତ୍ୟଭୂଷଣ ସାହୁଙ୍କୁ କେବଳ ୨୦୬ ଖଣ୍ଡ ଭୋଟ୍ ମିଳିଥିବା ରିଟର୍ଣ୍ଣିଂ ଅଫିସର ସୂଚନା ଦେଇଛନ୍ତି ।

Comments are closed.