ଦ୍ଵିତୀୟ ରାଉଣ୍ଡ ଫଳାଫଳ ଘୋଷିତ, ବିଜେଡି ପ୍ରାର୍ଥୀ ଆଗରେ

ବରଗଡ଼ : ପଦ୍ମପୁର ଉପ ନିର୍ବାଚନ ଭୋଟ୍ ଗଣତି ପ୍ରକ୍ରିୟା ଚାଲିଛି । ଏନେଇ ଦ୍ଵିତୀୟ ରାଉଣ୍ଡର ଫଳାଫଳ ଘୋଷଣା ହୋଇଛି । ଏଥିରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ୫୦୯୭ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ୩୧୯୦ ଖଣ୍ଡ ଭୋଟ୍ ମିଳିଛି । ସେହିପରି କଂଗ୍ରେସ ଦଳର ସତ୍ୟଭୂଷଣ ସାହୁଙ୍କୁ କେବଳ ୧୬୦ ଖଣ୍ଡ ଭୋଟ୍ ମିଳିଥିବା ରିଟର୍ଣ୍ଣିଂ ଅଫିସର ସୂଚନା ଦେଇଛନ୍ତି ।

Comments are closed.