ପଦ୍ମପୁର ଉପନିର୍ବାଚନ: ସପ୍ତମ ରାଉଣ୍ଡରେ ୧୨୫୪୮ ଭୋଟରେ ବିଜେଡି ଆଗୁଆ

ବରଗଡ଼ : ପଦ୍ମପୁର ଉପ ନିର୍ବାଚନ ଭୋଟ୍ ଗଣତି ପ୍ରକ୍ରିୟା ଚାଲିଛି । ବର୍ତ୍ତମାନ ସପ୍ତମ ରାଉଣ୍ଡର ଫଳାଫଳ ସାମ୍ନାକୁ ଆସିଛି । ବିଜେଡିରୁ ବର୍ଷା ସିଂ ବରିହାଙ୍କୁ ୫୭୬୫ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିରୁ ପ୍ରଦୀପ ପୁରୋହିତଙ୍କୁ ୩୯୨୧ ଖଣ୍ଡ ଓ କଂଗ୍ରେସରୁ ସତ୍ୟଭୂଷଣ ସାହୁଙ୍କୁ ୧୬୧ ଖଣ୍ଡ ଭୋଟ୍ ମିଳିଥିବା ରିଟର୍ଣ୍ଣିଂ ଅଫିସର ସୂଚନା ଦେଇଛନ୍ତି ।

Comments are closed.