ମନି ଲଣ୍ଡ୍ରିଂ ଆକ୍ଟରେ ଅର୍ଚ୍ଚନାଙ୍କୁ ଗିରଫ କଲା ଇଡି

ଭୁବନେଶ୍ବର – ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ- ଇଡି ଗିରଫ କରିଛି। ୭ ଦିନିଆ ରିମାଣ୍ଡ ସରିବା ପରେ ଇଡି ଅର୍ଚ୍ଚନାଙ୍କୁ ଆଜି କୋର୍ଟରେ ହାଜର କରିଥିଲା। ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିବା ପରେ ଅର୍ଚ୍ଚନାଙ୍କୁ ଗିରଫ କରିଛି ଇଡି । ପ୍ରିଭେନସନ ଅଫ୍ ମନି ଲଣ୍ଡରିଂ ଆକ୍ଟରେ ( ପିଏମଏଲଏ )ଅର୍ଚ୍ଚନାଙ୍କୁ ଗିରଫ କରାଯାଇଛି । ପିଏମଏଲଏ ଆଇନ ସେକ୍ସନ ୧୧ ବଳରେ ଅର୍ଚ୍ଚନାଙ୍କୁ ଗିରଫ କରିଛି ଇଡି । ସୂଚନାଯୋଗ୍ୟ, ଅର୍ଚ୍ଚନା ନାଗ ମାମଲାରେ ଇଡି ପୂର୍ବରୁ ଖଗେଶ୍ୱର ପାତ୍ରଙ୍କୁ ଗିରଫ କରିଥିଲା।

Comments are closed.