ଗୀତା ମାହାତ୍ମ୍ୟ : ଜ୍ଞାନବିଜ୍ଞାନତୃପ୍ତାତ୍ମା କୂଟସ୍ଥୋ ବିଜିତେନ୍ଦ୍ରିୟଃ। ଯୁକ୍ତ ଇତ୍ୟୁଚ୍ୟତେ ଯୋଗୀ ସମଲୋଷ୍ଟ୍ରାଶ୍ମକାଞ୍ଚନଃ।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଧ୍ଯାନ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ଜ୍ଞାନବିଜ୍ଞାନତୃପ୍ତାତ୍ମା କୂଟସ୍ଥୋ ବିଜିତେନ୍ଦ୍ରିୟଃ।
ଯୁକ୍ତ ଇତ୍ୟୁଚ୍ୟତେ ଯୋଗୀ ସମଲୋଷ୍ଟ୍ରାଶ୍ମକାଞ୍ଚନଃ।

ଅର୍ଥାତ: ଯେଉଁ ଯୋଗୀମାନେ ଜ୍ଞାନ ଓ ବିଚାର ଦ୍ୱାରା ସନ୍ତୁଷ୍ଟ ରହିଥାନ୍ତି ଏବଂ ଇନ୍ଦ୍ରିୟମାନଙ୍କୁ ଜୟ କରିଥାନ୍ତି, ସେମାନେ ପ୍ରତ୍ୟେକ ପରିସ୍ଥିତିରେ ଅବିଚଳିତ ରୁହନ୍ତି । ସେମାନେ ମାଟି,ପଥର ଏବଂ ସୁନା ଆଦି ସମସ୍ତ ବସ୍ତୁକୁ ସମାନ ଦୃଷ୍ଟିରେ ଦେଖନ୍ତି ।

Comments are closed.