ବ୍ଳାକମେଲ ମାମଲା : ତୃତୀୟ ଥର ପାଇଁ ଇଡିରେ ହାଜର ହେଲେ ଅର୍ଚ୍ଚିନା ସହଯୋଗୀ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର – ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକମେଲ ମାମଲାରେ ଆଜି ତୃତୀୟ ଥର ପାଇଁ ଇଡିରେ ହାଜର ହୋଇଛନ୍ତି ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି । ସୂଚନାଯୋଗ୍ୟ ଯେ, ଶ୍ରଦ୍ଧାଞ୍ଜଳିଙ୍କ ଆଗୁଆ ଜାମିନ ଖାରଜ କରି ଦେଇଥିଲେ ହାଇକୋର୍ଟ । ଏହାସହିତ ତଦନ୍ତରେ ଇଡିକୁ ସହଯୋଗ ପାଇଁ ଶ୍ରଦ୍ଧାଞ୍ଜଳିଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଗିରଫ ହେବା ଭୟରେ ଆଜି ଇଡିରେ ହାଜର ହୋଇଛନ୍ତି ଶ୍ରଦ୍ଧାଞ୍ଜଳି।

Comments are closed.