ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ଭେଟି, ମିଳିବ ୪ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା Odiaଓଡ଼ିଶା By Newsroom Odisha Network On Dec 30, 2022 Share ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ ଭୋଗୀ ଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାରି ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ଓ TI ମଞ୍ଜୁର କରିଛନ୍ତି । ଜୁଲାଇ ପହିଲା 2022 ରୁ ଏହା ପିଛିଲା ଭାବେ ଲାଗୁ ହେବ । Share FacebookTwitterGoogle+WhatsAppEmailPinterestReddIt
Comments are closed.